ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ର ସୂଚୀ / From Wikipedia, the free encyclopedia ଭାରତ ଏକ ସଂଗଠିତ ଗଣରାଜ୍ୟ [1] ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .[1] ଭାରତର ୨୯ଟି ରାଜ୍ୟ ଓ ୭ଟି କେନ୍ଦ୍ରଶାସିତ ଅଞ୍ଚଳର ମାନଚିତ୍ର ।
ଭାରତ ଏକ ସଂଗଠିତ ଗଣରାଜ୍ୟ [1] ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .[1] ଭାରତର ୨୯ଟି ରାଜ୍ୟ ଓ ୭ଟି କେନ୍ଦ୍ରଶାସିତ ଅଞ୍ଚଳର ମାନଚିତ୍ର ।