ବ୍ରହ୍ମପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
From Wikipedia, the free encyclopedia
ବ୍ରହ୍ମପୁର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ: [1] [2]
୧୯୭୭ରୁ ୧୯୯୮ ମସିହା ପର୍ଯ୍ୟନ୍ତ ଏହି ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳ ଲଗାତାର ଜିତିଥିଲା । ଭାରତର ପୁର୍ବତନ ପ୍ରଧାନମନ୍ତ୍ରୀ ପି ଭି ନରସିଂହ ରାଓ ଏହି ଆସନରୁ ୧୯୯୬ ମସିହାରେ ନିର୍ବାଚିତ ହୋଇଥିଲେ ।[3]