![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/f/ff/Aparna_Mohanty_at_Bhubaneswar_Odisha_02-19_12_%2528cropped%2529.jpg/640px-Aparna_Mohanty_at_Bhubaneswar_Odisha_02-19_12_%2528cropped%2529.jpg&w=640&q=50)
ଅପର୍ଣ୍ଣା ମହାନ୍ତି
ଓଡ଼ିଆ କବି / From Wikipedia, the free encyclopedia
ଅପର୍ଣ୍ଣା ମହାନ୍ତି (ଜନ୍ମ: ୧୬ ଡିସେମ୍ବର ୧୯୫୨) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ।[1] "ଝିଅ ପାଇଁ ଝରକାଟିଏ" କବିତା ସଙ୍କଳନ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଓଡ଼ିଆ ଅଧ୍ୟାପିକା ଭାବରେ କାର୍ଯ୍ୟ କରି, ସେ ସେବାନିବୃତ ହୋଇସାରିଛନ୍ତି । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।[2] କୋରାପୁଟ ସାହିତ୍ୟ ଉତ୍ସବ ୨୦୧୮ ଅବସରରେ ସେ କୋରାପୁଟ ସାହିତ୍ୟ ସମ୍ମାନ ଗ୍ରହଣ କରିଛନ୍ତି।
Quick Facts ଅପର୍ଣ୍ଣା ମହାନ୍ତି, ଜନ୍ମ ...
ଅପର୍ଣ୍ଣା ମହାନ୍ତି | |
---|---|
![]() | |
ଜନ୍ମ | (1952-12-16) ୧୬ ଡିସେମ୍ବର ୧୯୫୨ (ବୟସ ୭୧) |
ଜାତୀୟତା | ଭାରତୀୟ |
ଶିକ୍ଷା | ପିଏଚଡ଼ି |
ଶିକ୍ଷାନୁଷ୍ଠାନ | ଉତ୍କଳ ବିଶ୍ୱବିଦ୍ୟାଳୟ |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର |
Close