କେଦାରନାଥ ମନ୍ଦିର
ଭାରତର ଏକ ହିନ୍ଦୁ ମନ୍ଦିର / From Wikipedia, the free encyclopedia
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।[1]
Quick Facts କେଦାରନାଥ ମନ୍ଦିର, Religion ...
କେଦାରନାଥ ମନ୍ଦିର | |
---|---|
Religion | |
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ |
Location | |
ସ୍ଥାନ | କେଦାରନାଥ |
State | ଉତ୍ତରାଖଣ୍ଡ |
Country | ଭାରତ |
Close