ଭାରତୀୟ-ଓଡ଼ିଆ ବୈମାନିକ From Wikipedia, the free encyclopedia
ଗିରିବାଳା ମହାନ୍ତି ଜଣେ ଭାରତୀୟ-ଓଡ଼ିଆ ବୈମାନିକ ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ବୈମାନିକ ।[2][3] ଉଡ଼ାଜାହାଜ ଚଳାଇବା ନିମନ୍ତେ ବେସରକାରୀ ଲାଇସେନ୍ସ ଲାଇସେନ୍ସ ଥିବା ସେ ପ୍ରଥମ ଓଡ଼ିଆ ମହିଳା ।[4] ୧୯୬୭ରେ ସେ ନାଇଣ୍ଟି-ନାଇନ ଇଙ୍କ., "ଇଣ୍ଟରନ୍ୟାସନାଲ ଉଇମେନ ପାଇଲଟ ଆସୋସିଆଏସନ"ଦ୍ୱାରା ସେମାନଙ୍କ ଏକ ବିଶ୍ୱସ୍ତରୀୟ ସମ୍ମିଳନୀରେ ଯୋଗଦେବା ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାକୁ ଆମନ୍ତ୍ରିତ ହୋଇଥିଲେ ।[1] ସେଠାରେ ଆମେରିକା ଉପରେ ଏକ ପରିଚାଳିତ ଉଡ଼ାଣରେ ବାକି ମହିଳା ବୈମାନିକଙ୍କ ସହ ଯୋଗଦେଇଥିଲେ ।[5]
ଗିରିବାଳା ମହାନ୍ତି | |
---|---|
ଜନ୍ମ | |
ଜାତୀୟତା | ଭାରତୀୟ |
ବୈବାହିକ-ସାଥୀ | କଇଳାଶ ପଟ୍ଟନାୟକ |
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.