ଚିନି
From Wikipedia, the free encyclopedia
ଚିନି - ସାଧାରଣତଃ ଏହାକୁ ନିତିଦିନିଆ ଖାଦ୍ୟରେ ବ୍ୟବହାର କରାଯାଏ । ଏହାର ସ୍ୱାଦ ମିଠା ଅଟେ । ମୁଖ୍ୟତ ଏଥିରେ ଶ୍ୱେତସାର ଥାଏ । ସାଧାରଣ ଚିନିକୁ monosaccharides ବୋଲି କୁହାଯାଏ । ଏଥିରେ glucose ଓ fructose ଥାଏ । ଗ୍ରାନ୍ୟୁଲେଟେଡ ଚିନିକୁ disaccharide କୁହାଯାଏ । ଏଥିରେ maltose ଓ lactose ଥାଏ । ଚିନି ଆଖୁରୁ ପ୍ରସ୍ତୁତ କରାଯାଇଥାଏ । ଦକ୍ଷିଣ ଏସିଆ ଓ ଦକ୍ଷିଣ ପୂର୍ବ ଏସିଆରେ ଅଧିକ ଆଖୁ ଚାଷ କରାଯାଇଥାଏ ।
୨୦୧୧ରେ ସାରା ବିଶ୍ୱରେ ୧୬୮ ମିଲିୟନ ଟନ ଚିନି ଉତ୍ପାଦନ କରାଯାଇଥିଲା ।ସାଧାରଣ ଜଣେ ମଣିଷ ପ୍ରତି ବର୍ଷରେ ୨୪ କିଲୋ ଚିନି ଖାଇଥାଏ ।