![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/5/5c/Ticlopidine.svg/langor-640px-Ticlopidine.svg.png&w=640&q=50)
ଟିକ୍ଲୋପିଡାଇନ
From Wikipedia, the free encyclopedia
ଟିକ୍ଲୋପିଡାଇନ, ଟିକଲିଡ୍ ଏକ ବେପାର ନାମ, ହେଉଛି ଏକ ଔଷଧ ଯାହା ଷ୍ଟ୍ରୋକ୍ ଏବଂ କରୋନାରୀ ଷ୍ଟେଣ୍ଟ୍ ଅବରୋଧକୁ ରୋକିବା ପାଇଁ ବ୍ୟବହୃତ ହୁଏ ।[2] ଏହା କେବଳ ସେହିମାନଙ୍କରେ ବ୍ୟବହୃତ ହୁଏ ଯେଉଁମାନେ ଆସ୍ପିରିନ୍ ନେଇପାରିବେ ନାହିଁ ଏବଂ ଯେତେବେଳେ ଅନ୍ୟ ବିକଳ୍ପ ଉପଲବ୍ଧ ନଥାଏ । [2] ଏହା ପାଟିରେ ଦିଆଯାଏ ।[2]
![]() | |
![]() | |
Clinical data | |
---|---|
Trade names | Ticlid |
AHFS/Drugs.com | monograph |
MedlinePlus | a695036 |
data |
|
Pregnancy category |
|
Routes of administration | By mouth |
Legal status | |
Legal status |
|
Pharmacokinetic data | |
Bioavailability | >80% |
Protein binding | 98% |
Metabolism | Liver |
Elimination half-life | 12 hours (single dose) 4–5 days (repeated dosing) |
Excretion | Kidney and fecal |
Identifiers | |
IUPAC name
| |
ECHA InfoCard | 100.054.071 ![]() |
Chemical and physical data | |
Formula | C14H14ClNS |
Molar mass | ୨୬୩.୭୮ g·mol−1 |
3D model (JSmol) | |
SMILES
| |
InChI
| |
(verify) |
ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ରାସ, ସ୍ୱଳ୍ପ ନିଉଟ୍ରୋଫିଲ୍, ପୁରପୁରା, ଯକୃତ ସମସ୍ୟା ଏବଂ ଅରୁଚି ହୋଇପାରେ ।[2] ଏହି ଔଷଧର ପାର୍ଶ୍ୱ ପ୍ରତିକ୍ରିୟା ହେତୁ ସାଧାରଣତଃ କ୍ଲୋପିଡୋଗ୍ରେଲ୍, ଟିକାଗ୍ରେଲର୍, କିମ୍ବା ପ୍ରାସୁଗ୍ରେଲ୍ ଏହା ବଦଳରେ ବ୍ୟବହୃତ ହୁଏ ।[2] ଏହା ଏକ ପ୍ଲାଟେଲେଟ୍ ଆଗ୍ରିଗେସନ ଇନହିବିଟର, ବିଶେଷକରି ଏକ ଆଡେନୋସିନ୍ ଡାଇଫସଫେଟ୍ ରିସେପ୍ଟର ଇନହିବିଟର ।[2]
୧୯୭୩ ମସିହାରେ ଟିକ୍ଲୋପିଡାଇନ ପ୍ୟାଟେଣ୍ଟ୍ ହୋଇଥିଲା ଏବଂ ୧୯୭୮ରେ ଚିକିତ୍ସା କ୍ଷେତ୍ରରେ ବ୍ୟବହାର ପାଇଁ ଅନୁମୋଦିତ ହୋଇଥିଲା ।[3] ୧୯୯୧ରେ ଯୁକ୍ତରାଷ୍ଟ୍ରରେ ଚିକିତ୍ସା କ୍ଷେତ୍ରରେ ବ୍ୟବହାର ପାଇଁ ଏହା ଅନୁମୋଦିତ ହୋଇଥିଲା ।[2] ୨୦୨୧ ସୁଦ୍ଧା ଯୁକ୍ତରାଷ୍ଟ୍ରରେ ଏହା ବ୍ୟବସାୟିକ ଭାବରେ ଉପଲବ୍ଧ ନୁହେଁ ।[4]