![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/9/9e/Tukuni_Sahu.jpg/640px-Tukuni_Sahu.jpg&w=640&q=50)
ଟୁକୁନି ସାହୁ
ଓଡ଼ିଆ ରାଜନୀତିଜ୍ଞ / From Wikipedia, the free encyclopedia
ଟୁକୁନି ସାହୁ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଟୁକୁନି ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।[1] ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଟିଟଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
Quick Facts ଟୁକୁନି ସାହୁ, ବିଧାୟିକା: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା ...
ଟୁକୁନି ସାହୁ | |
---|---|
![]() | |
ବିଧାୟିକା: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ସୁରେନ୍ଦ୍ର ସିଂହ ଭୋଇ |
ପର ଅଧିକାରୀ | ନବୀନ କୁମାର ଜୈନ |
ନିର୍ବାଚନ ମଣ୍ଡଳୀ | ଟିଟଲାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଅଭିମନ୍ୟୁ ସାହୁ |
ବୃତ୍ତି | ରାଜନୀତିଜ୍ଞ |
Close