From Wikipedia, the free encyclopedia
ଭୂପୃଷ୍ଠର ପ୍ରତ୍ୟେକ ସ୍ଥାନର ଗୋଟିଏ ଦ୍ରାଘିମା ଥିବାର କଳ୍ପିତ ହୋଇଛି । ଇଂଲଣ୍ଡର ଗ୍ରୀନୱିଚକୁ ମୁଳ ବା ପ୍ରଥମ ଦ୍ରାଘିମାରୂପେ ଗଣନା କରାଯାଏ । ଏକ ଯାମ୍ୟୋତ୍ତର ବୃତ୍ତ (meridian)ରେ ଅବସ୍ଥିତ ସମସ୍ତ ସ୍ଥାନର ଦ୍ରାଘିମା (longitude) ଏକ । ଦ୍ରାଘିମା ପୁର୍ବ ଦିଗରେ ବା ପଶ୍ଚିମଦିଗରେ ଶୂନ୍ୟ ଡିଗ୍ରୀଠାରୁ ୧୮୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ।
ଅକ୍ଷାଂଶ(latitude of a place) ଏବଂ ଦ୍ରାଘିମା (longitude of a place)ଏହି ଦୁଇଗୋଟିକୁ ଗଣିତ ଶାସ୍ତ୍ରରେ ଭୁଜକୋଟି (Co-ordinates) କହନ୍ତି । ଭୂଗୋଲକର କୌଣସି ସ୍ଥାନର ଅବସ୍ଥିତି ଜାଣିବା ସକାଶେ ଏହି ଦୁଈଟି ଦରକାର । ଏହି ଦୁହିଁଙ୍କ ମଧ୍ୟରେ ସମ୍ବନ୍ଧ ଏହି ଯେ ଗୋଟିକର ବିନା ଅନ୍ୟଟିଦ୍ୱାରା ଉକ୍ତସ୍ଥାନର ଅବସ୍ଥିତି ସମ୍ବନ୍ଧେ କୌଣସି ନିର୍ଦ୍ଧିଷ୍ଟ ଧାରଣା ମନ ମଧ୍ୟରେ ହୋଇପାରେ ନାହିଁ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.