ନବଦୁର୍ଗା
From Wikipedia, the free encyclopedia
ହିନ୍ଦୁ ଧର୍ମରେ ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ