![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/f/f9/Nikita_Behera.jpg/640px-Nikita_Behera.jpg&w=640&q=50)
ନିକିତା
ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ / From Wikipedia, the free encyclopedia
ନିକିତା, ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ ଥିଲେ । ସେ ଓଡ଼ିଆ କଥାଚିତ୍ର ତୁ ମୋ ଆଖିର ତାରା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ।[3] ଏହାପରେ ସେ କିଛି ଓଡ଼ିଆ କଥାଚିତ୍ରରେ ନାୟିକ ଏବଂ ପାର୍ଶ୍ୱ ଅଭିନେତ୍ରୀ ଭାବରେ ଅଭିନୟ କରିଥିଲେ । ନିକିତା ଓଡ଼ିଆ କଥାଚିତ୍ର ସହ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ ।[4] ୨୦୧୯ ମସିହା ଜାନୁଆରୀ ମାସ ୫ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା ।[2]