![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/9/90/Panchakanya.jpg/640px-Panchakanya.jpg&w=640&q=50)
ପଞ୍ଚକନ୍ୟା
ପାଞ୍ଚ ମହିଳାଙ୍କୁ ପଞ୍ଚକନ୍ୟା କୁହାଯାଏ / From Wikipedia, the free encyclopedia
ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्या, pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।[1][2], ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।
![Thumb image](http://upload.wikimedia.org/wikipedia/commons/thumb/9/90/Panchakanya.jpg/320px-Panchakanya.jpg)
![](http://upload.wikimedia.org/wikipedia/commons/thumb/9/99/Wiktionary-logo-en-v2.svg/40px-Wiktionary-logo-en-v2.svg.png)
ପଞ୍ଚକନ୍ୟା ଶବ୍ଦଟି ଉଇକି ଅଭିଧାନରେ ଖୋଜନ୍ତୁ ।