ଗୌତମ ବୁଦ୍ଧ
ବୌଦ୍ଧଧର୍ମ ଗୁରୁ / From Wikipedia, the free encyclopedia
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । [1] ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ [2]
Quick Facts ଗୌତମ ବୁଦ୍ଧ, ଜନ୍ମ ...
ଗୌତମ ବୁଦ୍ଧ | |
---|---|
ଜନ୍ମ | ୫୬୩ ଖ୍ରୀ.ପୂ ବା ୬୨୩ ଖ୍ରୀ.ପୂ. ଲୁମ୍ବିନୀ ଉଦ୍ୟାନ (ବର୍ତ୍ତମାନ ନେପାଳ) |
ମୃତ୍ୟୁ | ୪୮୩ ଖ୍ରୀ.ପୂ ବା ୫୪୩ ଖ୍ରୀ.ପୂ. (୮୦ ବର୍ଷ) କୁଶୀନଗର, ଉତ୍ତରପ୍ରଦେଶ, ଭାରତ |
ପ୍ରସିଦ୍ଧି | ବୌଦ୍ଧ ଧର୍ମର ପ୍ରତିଷ୍ଠାତା |
Predecessor | କାସପ ବୁଦ୍ଧ |
Successor | ମୌତ୍ରେୟ ବୁଦ୍ଧ |
ପିତାମାତାs |
|
Close
ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।[3][4][5][6] ତେବେ କିଛି ଗବେଷକଙ୍କ ମତରେ ବୁଦ୍ଧଙ୍କ ଜନ୍ମ ନେପାଳର କପିଳବାସ୍ତୁଠାରେ ହୋଇଥିଲା ।