From Wikipedia, the free encyclopedia
ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କୁ ସ୍ଵାଗତ ଜଣାଉଛି ! ମୁଁ ଆଶା କରୁଛି ଯେ ଆପଣ ଏହି ଖୋଲା ଜ୍ଞାନକୋଷକୁ ପଢ଼ି ଖୁସି ଅନୁଭବ କରିବେ ଏବଂ ଏଥିରେ ଲେଖାଲେଖି କରିବେ । ଯେହେତୁ ଆପଣ ଏଠି ନୂଆ ସେଥିପାଇଁ ପ୍ରଥମେ ଆପଣ ଏହି ଉପକ୍ରମଟିକୁ ପଢ଼ନ୍ତୁ ।
ଯଦି ଆପଣଙ୍କ ମନରେ କିଛି ପ୍ରଶ୍ନ ଅଛି ତେବେ ମୋ ଆଲୋଚନା ପୃଷ୍ଠାରେ ପଚାରିପାରିବେ – ମୋତେ ଆପଣଙ୍କୁ ସାହାଯ୍ୟ କରି ଖୁସି ଲାଗିବ । ଏହାଛଡ଼ା ଆପଣ ଚାଟସଭା ପୃଷ୍ଠାରେ ମଧ୍ୟ ଆପଣଙ୍କ ପ୍ରଶ୍ନ ପଚାରିପାରିବେ ।
ନିମ୍ନରେ ଆପଣଙ୍କୁ ସାହାଯ୍ୟ କରିବା ନିମନ୍ତେ କିଛି ତଥ୍ୟ ଦିଆଗଲା ଯେମିତିକି ଆପଣ ଉଇକିପିଡ଼ିଆକୁ ଭଲଭାବେ ବୁଝିପାରିବେ ଏବଂ ଏହି ଖୋଲା ଜ୍ଞାନକୋଷ ସହ ସାମିଲ ହେଇପାରିବେ ।
ସାହାଯ୍ୟ ଦରକାର ?
|
|
ଆପଣ କିପରି ସାହାଯ୍ୟ କରିପାରିବେ:
|
|
ଅଧିକ ଜାଣିବା କଥା...
|
ଆପଣଙ୍କ ବ୍ୟବହାରକାରୀ ପୃଷ୍ଠାଟି ପଢ଼ି ବହୁତ ବଢ଼ିଆ ଲାଗିଲା। ଆଶା କରୁଛୁ ଆପଣ ଅବଦାନ ସାହାୟତାରେ ଓଡ଼ିଆ ଉଇକିପିଡ଼ିଆ ଆହୁରି ଆଗେଇଯାଉ। Sailesh Patnaik ଶୈଳେଶ (ମୋ ଆଲୋଚନା) ୨୨:୪୭, ୧୦ ଜୁନ ୨୦୧୬ (IST) |
ଧନ୍ୟବାଦ :)- ନିହାରବାଳା ବେହେରା
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.