କଥାଚିତ୍ର ଅଭିନେତ୍ରୀ From Wikipedia, the free encyclopedia
ରିୟା ଦେ, ଜଣେ ଓଡ଼ିଆ ଅଭିନେତ୍ରୀ ।[1] ବାଲେଶ୍ୱରରେ ଜନ୍ମଗ୍ରହଣ କରିଥିବା ରିୟା ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ଥିଲେ । ସେ ପ୍ରେମ ଅଢ଼େଇ ଅକ୍ଷରରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ ।[2][3] [4]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.