ଶ୍ୱେତସାର
From Wikipedia, the free encyclopedia
ଶ୍ୱେତସାର (Carbohydrate) ଏକ ଜୈବପଦାର୍ଥ ।[1] ଏହା ଉଦ୍ଭିଦର କୋଷିକାରେ ଥିବା ହରିତ୍କଣାରେ ଆଲୋକ ସଂଶ୍ଳେଷଣ ପ୍ରକ୍ରିୟାଦ୍ୱାରା ତିଆରି ହୋଇଥାଏ । ଏଗୁଡ଼ିକ ସାଧାରଣତଃ ଅଙ୍ଗାରକ, ଉଦ୍ଜାନ ଏବଂ ଅମ୍ଳଜାନ ଅଣୁର ଏକ ନିର୍ଦ୍ଦିଷ୍ଟ ଅନୁପାତରେ (୧:୨:୧) ଗଠିତ । ସାଧାରଣରେ ଏହାକୁ (CH2O)n ଭାବରେ ପ୍ରକାଶ କରାଯାଇଥାଏ ।