ସୁଭାଷ ଚନ୍ଦ୍ର ବୋଷ
ସ୍ଵାଧିନତା ସଂଗ୍ରାମୀ / From Wikipedia, the free encyclopedia
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
Quick Facts ସୁଭାଷ ଚନ୍ଦ୍ର ବୋଷ (ନେତାଜୀ), ଜନ୍ମ ...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ) | |
---|---|
ଜନ୍ମ | |
ରାଜନୈତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ ଫରୱାର୍ଡ଼ ବ୍ଲକ |
ସନ୍ତାନ | ଅନିତା ବୋଷ |
ଦସ୍ତଖତ | |
Close