![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/a/a2/Mammal_Diversity_2011.png/640px-Mammal_Diversity_2011.png&w=640&q=50)
ସ୍ତନ୍ୟପାୟୀ
ନିଜ ଶିଶୁକୁ ସ୍ତନ୍ୟପାନ କରାଇବାର କ୍ଷମତା ଥିବା ପ୍ରାଣୀ । / From Wikipedia, the free encyclopedia
ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
![]() | ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
Quick Facts ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ, Subgroups ...
Mammals ଜୀବାଶ୍ମ କାଳ: 225–0 Ma (Kemp) or 167–0 Ma (Rowe) See discussion of dates in text PreЄ
Є
O
S
D
C
P
T
J
K
Pg
N
| |
---|---|
![]() | |
Examples of various mammalian orders. Click to see originals.
Row 1: common vampire bat, Virginia opossum, eastern grey kangaroo. | |
ବିଜ୍ଞାନଭିତ୍ତିକ ଶ୍ରେଣୀବିଭାଗ ![]() | |
ସାମ୍ରାଜ୍ୟ: | ପ୍ରାଣୀ ସାମ୍ରାଜ୍ୟ |
ଗୋଷ୍ଠୀ: | ବାଇଲାଟେରିଆ |
ପର୍ବ: | କୋର୍ଡାଟା |
ମହାଶ୍ରେଣୀ: | ଟେଟ୍ରାପୋଡା |
ଗୋଷ୍ଠୀ: | ସିନାପ୍ସିଡା |
ଗୋଷ୍ଠୀ: | ମାମାଲିଆଫୋର୍ମ୍ସ |
ଶ୍ରେଣୀ: | ମାମାଲିଆ Linnaeus, 1758 |
Subgroups | |
|
Close