ଅପରେଟିଙ୍ଗ ସିଷ୍ଟମ
From Wikipedia, the free encyclopedia
ଅପରେଟିଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ ।[1] ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।