![cover image](https://wikiwandv2-19431.kxcdn.com/_next/image?url=https://upload.wikimedia.org/wikipedia/commons/thumb/b/b7/X-ray_applications.svg/langor-640px-X-ray_applications.svg.png&w=640&q=50)
ରଞ୍ଜନରଶ୍ମି
From Wikipedia, the free encyclopedia
ରଞ୍ଜନରଶ୍ମି ଏକ ବିଦ୍ୟୁତ-ଚୁମ୍ବକୀୟ ବିଚ୍ଛୁରିତ ରଶ୍ମି । ଅନେକ ଭାଷାରେ ଏହାକୁ ୱିଲହେମ ରଣ୍ଟଜେନଙ୍କ ନାମ ଅନୁସାରେ ରଣ୍ଟଜେନ ରଶ୍ମି କହନ୍ତି [1]। ଏହା ଏକ ଅଜଣା ରଶ୍ମି ହୋଇଥିବାରୁ ରଣ୍ଟଜେନ ଏହାର ନାମକରଣ X-ray କରିଥିଲେ [2]। ଇଂରାଜୀରେ ଏହାକୁ ବିଭିନ୍ନ ପ୍ରକାର ଲେଖାଯାଏ, ଯଥା- x-ray(s), xray(s) and X ray(s) । ରଞ୍ଜନରଶ୍ମିର ୱେଭଲେନ୍ଥଅଲ୍ଟ୍ରାଭାୟୋଲେଟ ଅପେକ୍ଷା କମ ଓ ଗାମା ରଶ୍ମି ଅପେକ୍ଷା ଅଧିକ । ଅଧିକାଂଶ ରଞ୍ଜନରଶ୍ମିର ୱେଭଲେନ୍ଥ୦.୦୧ରୁ ୧୦ ନାନୋମିଟର ଥାଏ । ଡାକ୍ତରୀ ଓ କାରଖାନା ବ୍ୟବହାର ନିମନ୍ତେ ଏହାଠାରୁ ଅଧିକ ଏନର୍ଜିରର ରଶ୍ମି ପ୍ରସ୍ତୁତ କରାଯାଏ । ରେଡିଓଥେରାପି ନିମନ୍ତେ ୬ରୁ ୨୦ MeV ରଶ୍ମି ବ୍ୟବହାର କରାଯାଏ । ଇଲେକ୍ଟ୍ରନ (electrons)ଦ୍ୱାରା ରଞ୍ଜନରଶ୍ମି ଜାତ ହୁଏ ଓ ଆଟମିକ ନ୍ୟୁକ୍ଲିଅସ (atomic nucleus)ଦ୍ୱାରା ଗାମା ରଶ୍ମି ଜାତ ହୁଏ ।[3][4][5][6] [7]
![Thumb image](http://upload.wikimedia.org/wikipedia/commons/thumb/b/b7/X-ray_applications.svg/320px-X-ray_applications.svg.png)