ଅପନା ଦୋରା ବିଶ୍ୱାସରାୟ (ମୃତ୍ୟୁ: ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ଅପନା ଦୋରା ବିଶ୍ୱାସରାୟ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନାଲା କୁର୍ମୁ ନାୟକଲୁ ଦୋରା |
ନିର୍ବାଚନ ମଣ୍ଡଳୀ | ପାରଳାଖେମୁଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୬୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ଅପନା ଦୋରା ବିଶ୍ୱାସରାୟ ଜଣେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[1]
ମୃତ୍ୟୁ
ଅପନା ଦୋରା ବିଶ୍ୱାସରାୟ ୧୯୬୩ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ସେପ୍ଟେମ୍ବର ୧୯୬୩ରେ ମସିହାରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[1]
ଆଧାର
Wikiwand in your browser!
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.