୨୦୧୪ର ଓଡ଼ିଆ କଥାଚିତ୍ର From Wikipedia, the free encyclopedia
ଆଖିରେ ଆଖିରେ, ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହା 'ସାର୍ଥକ ଫିଲ୍ମ୍ସ' ବ୍ୟାନରରେ, ସୁଶାନ୍ତ ମଣିଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେଇଥିଲା ।[1] ଏହି ଚଳଚ୍ଚିତ୍ର ତେଲୁଗୁ ଚଳଚ୍ଚିତ୍ର ଇଶ୍କର ରିମେକ୍ ଅଟେ ।
ଆଖିରେ ଆଖିରେ | |
---|---|
ନିର୍ଦ୍ଦେଶକ | ସୁଶାନ୍ତ ମଣି |
ପ୍ରଯୋଜକ | ବିଜୟ କାଣ୍ଡୋଇ |
ସଂଳାପ | ସିଦ୍ଧାର୍ଥ ଅଗ୍ରୱାଲ (କାହାଣୀ) ଶ୍ରୀକାନ୍ତ ଗୌତମ (ସଂଳାପ) |
ଚିତ୍ରନାଟ୍ୟ | ସୁଶାନ୍ତ ମଣି |
କାହାଣୀ | ସିଦ୍ଧାର୍ଥ ଅଗ୍ରୱାଲ |
କଳାକାର | ବାବୁଶାନ୍, ଝିଲିକ ଭଟ୍ଟାଚାର୍ଯ୍ୟ, ସିଦ୍ଧାନ୍ତ ମହାପାତ୍ର, ସମରେଶ ରାଉତରାୟ |
ସଙ୍ଗୀତ | ମଳୟ ମିଶ୍ର |
ଚିତ୍ରଗ୍ରହଣ | ସିତାଶୁଂ ମହାପାତ୍ର |
ସମ୍ପାଦକ | ସୁଶାନ୍ତ ମଣି |
ମୁକ୍ତିଲାଭ ତାରିଖ | ୧ ଜାନୁଆରୀ ୨୦୧୪ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଓଡ଼ିଆ କଥାଚିତ୍ର ‘ଆଖିରେ ଆଖିରେ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ: [2] [3]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.