ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ । [1]
ଗଣେଶ ପୂଜା | |
---|---|
ପାଳନକାରୀ | ହିନ୍ଦୁ ଧର୍ମାମ୍ବଲମ୍ବୀ |
ପ୍ରକାର | ଧାର୍ମିକ, |
ଆରମ୍ଭ | ଭାଦ୍ରବ ଶୁକ୍ଳ ଚତୁର୍ଥୀ |
ଶେଷ | ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ |
ତାରିଖ | ଅଗଷ୍ଟ/ସେପ୍ଟେମ୍ବର |
୨୦୨୩ ତାରିଖ | ୧୯ ସେପ୍ଟେମ୍ବର (ମଙ୍ଗଳବାର) |
୨୦୨୪ ତାରିଖ | ୭ ସେପ୍ଟେମ୍ବର (ଶନିବାର) |
ପୁନଃପୌନିକତା | ବାର୍ଷିକ |
ଶ୍ରୀ ଗଣେଶ ମହାପ୍ରଭୁଙ୍କ ଶ୍ଳୋକ :
ବକ୍ରତୁଣ୍ଡଂ ମହାକାୟ
ସୂର୍ୟ କୋଟି ସମପ୍ରଭ।
ନିର୍ବିଘ୍ନମ୍ କୁରମେ ଦେବ
ସର୍ବ କାର୍ଯ୍ୟେଷୁ ସର୍ବଦା ।।
ଆଧାର
ଅଧିକ ତଥ୍ୟ
Wikiwand in your browser!
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.