୨୦୧୪ର ଓଡ଼ିଆ କଥାଚିତ୍ର From Wikipedia, the free encyclopedia
ଗୋଲାପି ଗୋଲାପି, ୨୦୧୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ ।[1] ସିଦ୍ଧାର୍ଥ ଅଗ୍ରୱାଲ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଶ୍ରୀକାନ୍ତ ଗୌତମ କଥାଚିତ୍ରଟିର ସଂଳାପ ରଚନା କରିଥିଲେ ।[2] ସୁଶାନ୍ତ ମଣି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[3]
ଗୋଲାପି ଗୋଲାପି | |
---|---|
ନିର୍ଦ୍ଦେଶକ | ସୁଶାନ୍ତ ମଣି |
ପ୍ରଯୋଜକ | ସୀତାରାମ ଅଗ୍ରୱାଲ୍ |
ସଂଳାପ | ଶ୍ରୀକାନ୍ତ ଗୌତମ |
ଚିତ୍ରନାଟ୍ୟ | ସୁଶାନ୍ତ ମଣି |
କାହାଣୀ | ସିଦ୍ଧାର୍ଥ ଅଗ୍ରୱାଲ୍ |
କଳାକାର | ଅମ୍ଳାନ ଦାସ ରିୟା ଦେ ମିହିର ଦାସ ଅପରାଜିତା ମହାନ୍ତି ସିଦ୍ଧାନ୍ତ ମହାପାତ୍ର |
ସଙ୍ଗୀତ | ବିକାଶ ଦାସ |
ଚିତ୍ରଗ୍ରହଣ | ସୀତାଂଶୁ ମହାପାତ୍ର |
ସମ୍ପାଦକ | ସୁଶାନ୍ତ ମଣି |
ମୁକ୍ତିଲାଭ ତାରିଖ | ୧୩ ଜୁନ୍ ୨୦୧୪ |
କଥାଚିତ୍ରର ସମୟ | ୧୬୨ ମିନିଟ୍ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅମ୍ଳାନ ଦାସ ଓ ରିୟା ଦେ ।[4] ସିଦ୍ଧାନ୍ତ ମହାପାତ୍ର, ଅପରାଜିତା ମହାନ୍ତି, ମିହିର ଦାସ, ପୃଥ୍ୱୀରାଜ ନାୟକ, ମିନାକ୍ଷୀ, ଦିବାନୀ, ଯାଜ୍ଞସେନୀ, ରମେଶ, ଚିତ୍ତରଞ୍ଜନ, ସ୍ମୃତିରଞ୍ଜନ, ଦୀପିକା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଆଭିନୟ କରିଥିଲେ ।
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିକାଶ ଦାସ ।[10] ଗୀତିକାର ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।[2]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.