ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଘନଶ୍ୟାମ ବେହେରା (୧୩ ମଇ ୧୯୩୭ - ୨୧ ଜୁଲାଇ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଘନଶ୍ୟାମ ବେହେରା | |
---|---|
ବିଧାୟକ: ୭ମ, ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୯୦ | |
ପୂର୍ବ ଅଧିକାରୀ | ମୋହନ ନାୟକ |
ପର ଅଧିକାରୀ | ରାମଚନ୍ଦ୍ର ସେଠୀ |
ନିର୍ବାଚନ ମଣ୍ଡଳୀ | ଗୋପାଳପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୩ ମଇ ୧୯୩୭ |
ମୃତ୍ୟୁ | ୨୧ ଜୁଲାଇ ୧୯୯୭ ୬୦) | (ବୟସ
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସୁଶୀଳା ବେହେରା |
ବାପା/ବୋଉ | ନରହରି ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଘନଶ୍ୟାମ ୧୯୩୭ ମସିହାର ମଇ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରହରି ବେହେରା ଓ ପତ୍ନୀଙ୍କ ନାମ ସୁଶୀଳା ବେହେରା ।[1]
ଘନଶ୍ୟାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[1]
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୭୭ | ୧୯୮୦ | ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା | ଗୋପାଳପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ଗୋପାଳପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ଗୋପାଳପୁର | ଭାରତୀୟ ଜାତୀୟ କଂଗ୍ରେସ |
ଘନଶ୍ୟାମ ୧୯୯୭ ମସିହାର ଜୁଲାଇ ୨୧ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.