ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଜର୍ଜ ତିର୍କୀ (ଜନ୍ମ: ୨୯ ମଇ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ ଚାରିଥର କରିଛନ୍ତି । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ଜର୍ଜ ତିର୍କୀ | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ନିହାର ସୁରିନ |
ପର ଅଧିକାରୀ | ଜର୍ଜ ତିର୍କୀ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୪ | |
ପୂର୍ବ ଅଧିକାରୀ | ସତ୍ୟ ନାରାୟଣ ପ୍ରଧାନ |
ପର ଅଧିକାରୀ | ନିହାର ସୁରିନ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୯ ମଇ ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସମତା କ୍ରାନ୍ତି ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
ଜୀବନ ସାଥୀ | ନମିତା ତିର୍କୀ |
ବାପା/ବୋଉ | ଲାଜରୁସ୍ ତିର୍କୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜର୍ଜ ତିର୍କୀ ୧୯୫୮ ମସିହାର ମଇ ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲାଜରୁସ୍ ତିର୍କୀ ଓ ପତ୍ନୀଙ୍କ ନାମ ନମିତା ତିର୍କୀ ।[2]
ଜର୍ଜ ଓଡ଼ିଶା ରାଜନୀତିରେ ସମତା କ୍ରାନ୍ତି ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ।[2]
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ବୀରମିତ୍ରପୁର | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ବୀରମିତ୍ରପୁର | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ବୀରମିତ୍ରପୁର | ସ୍ୱାଧୀନ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବୀରମିତ୍ରପୁର | ସମତା କ୍ରାନ୍ତି ଦଳ |
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.