୧୯୮୩ର ଓଡ଼ିଆ କଥାଚିତ୍ର From Wikipedia, the free encyclopedia
ବିଧୁଭୁଷଣ ନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ଝିଅଟି ସୀତା ପରି [1] ୧୯୮୩ ମସିହାରେ ମୁକ୍ତିଲାଭ କରିଥିଲା ।
ଝିଅଟି ସୀତା ପରି | |
---|---|
ନିର୍ଦ୍ଦେଶକ | ବିଧୁଭୁଷଣ ନନ୍ଦ |
କଳାକାର | ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ଜୟୀରାମ ସାମଲ |
ସଙ୍ଗୀତ | ସରୋଜ ପଟ୍ଟନୟକ |
ସମ୍ପାଦକ | ରବି ଶଙ୍କର ପଟ୍ଟନାୟକ |
ମୁକ୍ତିଲାଭ ତାରିଖ | ୧୯୮୩ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଖର୍ଚ୍ଚ | ୨୫ଲକ୍ଷ ୬୦ହଜାର ଟଙ୍କା |
ଏହି କଥାଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସରୋଜ ପଟ୍ଟନାୟକ । ପ୍ରଣବ ପଟ୍ଟନାୟକ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[3]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.