ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ପ୍ରଭାକର ବେହେରା (୧ ଅଗଷ୍ଟ ୧୯୧୯ - ୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ପ୍ରଭାକର ବେହେରା | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ନଳିନୀ ଚନ୍ଦ୍ର ଭଞ୍ଜ ଦେଓ |
ପର ଅଧିକାରୀ | ପ୍ରଫୁଲ୍ଲ କୁମାର ଦାସ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅଗଷ୍ଟ ୧, ୧୯୧୯ |
ମୃତ୍ୟୁ | ୧ ଜାନୁଆରୀ ୨୦୧୦ ୯୦) | (ବୟସ
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଶ୍ରଦ୍ଧାମୋନୀ ବେହେରା |
ବାପା/ବୋଉ | ବିମ୍ବାଧର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରଭାକର ବେହେରା ୧୯୧୯ ମସିହାର ଅଗଷ୍ଟ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିମ୍ବାଧର ବେହେରା ।[1] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ଶ୍ରଦ୍ଧାମୋନୀ ବେହେରା ।[1]
ପ୍ରଭାକର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ପ୍ରଭାକର ୧୯୧୯ ମସିହାର ଜାନୁଆରୀ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[1] ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.