ରାସାୟନିକ ଯୌଗିକ ପଦାର୍ଥ From Wikipedia, the free encyclopedia
ଫିନାଇଲେଫ୍ରିନ (ଇଂରାଜୀ ଭାଷାରେ Phenylephrine) ଏକ ଔଷଧ ଯାହା ରକ୍ତ ଚାପ ବୃଦ୍ଧି କରିବାକୁ, ମିଡ୍ରିଆସିସ (dilate the pupil), ଡିକଞ୍ଜେସ୍ଟାଣ୍ଟ (decongestant) ନିମନ୍ତେ ଓ ଅର୍ଶ କମ୍ କରିବାକୁ ଦିଆଯାଏ ।[1][2] ଡିକଞ୍ଜେସ୍ଟାଣ୍ଟ ଭାବରେ ମାର୍କେଟରେ ମିଳିଲେ ମଧ୍ୟ ପାଟିରେ ଦିଆଗଲେ, ଆଲର୍ଜିକ ନାକ ପ୍ରଦାହ ରୋଗ ନିମନ୍ତେ ଏହାର ଉପକାର ସ୍ପଷ୍ଟ ହୋଇନାହିଁ ।[1] ଏହା ପାଟିରେ, ଶିରା ଓ ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ ବା ଚର୍ମରେ ଲଗାଯାଏ ।[1]
Clinical data | |
---|---|
Pronunciation | /ˌfɛnəlˈɛfriːn, fiː-, -ɪn/ |
Trade names | Many |
AHFS/Drugs.com | monograph |
data |
|
Pregnancy category |
|
Routes of administration | By mouth, in the nose, on the eye, intravenous, intramuscular |
ATC code | |
Legal status | |
Legal status |
|
Pharmacokinetic data | |
Bioavailability | 38% through GI tract |
Protein binding | 95% |
Metabolism | Liver (oxidative deamination) |
Onset of action | Very rapid (IV), within 20 min (by mouth)[1] |
Elimination half-life | 2.1–3.4 h |
Duration of action | Up to 20 min (IV), 4 hrs (by mouth)[1] |
Identifiers | |
IUPAC name
| |
CAS Number | |
PubChem CID | |
IUPHAR/BPS | |
DrugBank | |
ChemSpider | |
UNII | |
KEGG | |
ChEBI | |
ChEMBL | |
ECHA InfoCard | 100.000.386 |
Chemical and physical data | |
Formula | C9H13NO2 |
Molar mass | 167.205 g/mol |
3D model (JSmol) | |
SMILES
| |
InChI
| |
(verify) |
ଫିନାଇଲେଫ୍ରିନ ପାଟିରେ ନେବାପରେ ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଅଇ, ମୁଣ୍ଡବିନ୍ଧା ଓ ଉଦ୍ବେଗ ପ୍ରକାଶ ପାଇପାରେ ।[1] ଅର୍ଶ ଚିକିତ୍ସାରେ ଏହା ସହ୍ୟ କରିହୁଏ ।[1] ପାର୍ଶ୍ୱ ପ୍ରତିକ୍ରିୟା ସାଂଘାତିକ ହେଲେ ଧୀର ହୃଦ୍ଗତି , ଅନ୍ତନଳୀ ସ୍ୱଳ୍ପ ରକ୍ତହୀନତା, ଆଞ୍ଜାଇନା, ବୃକ୍କ ଫେଲ (kidney failure) ଓ ଇଞ୍ଜେକସନ ନେବା ସ୍ଥାନରେ ତନ୍ତୁ ମୃତ୍ୟୁ (tissue death) ହୋଇପାରେ ।[1][2] ଗର୍ଭାବସ୍ଥା ଓ ସ୍ତନ୍ୟପାନ (breastfeeding) ସମୟରେ ଏହି ଔଷଧର ନିରାପତ୍ତା ବିଷୟ ସ୍ପଷ୍ଟ ହୋଇନାହିଁ ।[1] ଫିନାଇଲେଫ୍ରିନ ଏକ ସିଲେକ୍ଟିଭ ଆଡ୍ରେନର୍ଜିକ ରିସେପ୍ଟର ସକ୍ରିୟକାରୀ (selective α1-adrenergic receptor); ତେଣୁ ଧମନୀ (arteries) ଓ ଶିରା (veins) ସଙ୍କୁଚିତ ହୋଇଯାଏ ।[1]
ସନ ୧୯୨୭ରେ ଫିନାଇଲେଫ୍ରିନ ପେଟେଣ୍ଟ ହେବାପରେ ସନ ୧୯୩୮ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । [3] ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ ।[2] ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ଭାଏଲ ପିଛା ପ୍ରାୟ ୪ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା ।[2] ଏହାର ଅପବ୍ୟବହାର ଅତି ସାଧାରଣ ।[4]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.