Remove ads
From Wikipedia, the free encyclopedia
ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ ବୈଶାଖ (ବଇଶାଖ ନାମରେ ମଧ୍ୟ ଜଣା) କୁହାଯାଏ । ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ । ବୈଶାଖ ଓଡ଼ିଆ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ । ଏ ମାସ ଚୈତ୍ର ପୂର୍ଣ୍ଣିମା ପର ଦିନ ଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ । ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ । ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.