ଓଡ଼ିଆ ରାଜନେତା From Wikipedia, the free encyclopedia
ଭାଗିରଥୀ ଗମାଙ୍ଗ (ମୃତ୍ୟୁ: ୨୩ ନଭେମ୍ବର ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ ନିର୍ବାଚନରେ ସେ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାଗିରଥୀ ଗମାଙ୍ଗ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନରସିଂହ ପାତ୍ର, ସନ୍ୟାସୀ ଚରଣ ପିଦିକା |
ନିର୍ବାଚନ ମଣ୍ଡଳୀ | ଗୁଣୁପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୩ ନଭେମ୍ବର ୧୯୯୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ସରସ୍ୱତୀ ଗମାଙ୍ଗ |
ସନ୍ତାନ | ୬ |
ବାପା/ବୋଉ | ଗଙ୍ଗେ ଗମାଙ୍ଗ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାଗିରଥୀ ଗମାଙ୍ଗଙ୍କ ବାପାଙ୍କ ନାମ ଗଙ୍ଗେ ଗମାଙ୍ଗ ଓ ପତ୍ନୀଙ୍କ ନାମ ସରସ୍ୱତୀ ଗମାଙ୍ଗ ।[1]
ଭାଗିରଥୀ ଗମାଙ୍ଗ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[1]
ଭାଗିରଥୀ ଗମାଙ୍ଗ ୧୯୯୫ ମସିହାର ନଭେମ୍ବର ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.