ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଭାରତ ଭୂଷଣ ବେମାଲ (ଜନ୍ମ: ୨୬ ମାର୍ଚ୍ଚ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାରତ ଭୂଷଣ ବେମାଲ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଯୁଗରାମ ବେହେରା |
ପର ଅଧିକାରୀ | ବୀର ସିପ୍କା |
ନିର୍ବାଚନ ମଣ୍ଡଳୀ | ଧର୍ମଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୬ ମାର୍ଚ୍ଚ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ସୁନ୍ଦର ବେମାଲ |
ବାପା/ବୋଉ | ଚନ୍ଦ୍ରଭାନୁ ବେମାଲ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭାରତ ଭୂଷଣ ବେମାଲ ୧୯୫୫ ମସିହାର ମାର୍ଚ୍ଚ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚନ୍ଦ୍ରଭାନୁ ବେମାଲ ଓ ପତ୍ନୀଙ୍କ ନାମ ସୁନ୍ଦର ବେମାଲ ।[୧]
ଭାରତ ଭୂଷଣ ବେମାଲ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.