From Wikipedia, the free encyclopedia
ରୁପେଶ କୁମାର ପାଣିଗ୍ରାହୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରୁପେଶ କୁମାର ପାଣିଗ୍ରାହୀ | |
---|---|
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୫ ଜୁନ ୨୦୨୪ – ଏବେଯାଏଁ | |
ପୂର୍ବ ଅଧିକାରୀ | କୋଦୁରୁ ନାରାୟଣ ରାଓ |
ନିର୍ବାଚନ ମଣ୍ଡଳୀ | ପାରଳାଖେମୁଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୬,୦୨୭ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ କୋଦୁରୁ ନାରାୟଣ ରାଓଙ୍କୁ ୩,୯୯୮ ଖଣ୍ଡ ଭୋଟ୍ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.