୨୦୧୧ର ଓଡ଼ିଆ କଥାଚିତ୍ର From Wikipedia, the free encyclopedia
ଲୋଫର୍, ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ ପଣ୍ଡା । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ।[୧] ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର କାହଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨]
ଲୋଫର୍ | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ସୁନିଲ ପଣ୍ଡା |
ଚିତ୍ରନାଟ୍ୟ | ଅଶୋକ ପତି |
କାହାଣୀ | ଅଶୋକ ପତି |
କଳାକାର | ବାବୁଶାନ୍, ଅର୍ଚ୍ଚିତା ସାହୁ, ବୁଦ୍ଧାଦିତ୍ୟ, ଅପରାଜିତା ମହାନ୍ତି |
ସଙ୍ଗୀତ | ଗୁଡ଼ଲି ରଥ |
ଚିତ୍ରଗ୍ରହଣ | ରମେଶ ବାବୁ |
ସମ୍ପାଦକ | ସୁକୁମାର ମଣି |
ମୁକ୍ତିଲାଭ ତାରିଖ | ୧୪ ଜାନୁଆରୀ ୨୦୧୧ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ଓ ଅର୍ଚ୍ଚିତା ।[୩] ମିହିର ଦାସ, ବୁଦ୍ଧାଦିତ୍ୟ ମହାନ୍ତି, ସମରେଶ ରାଉତରାୟ, ମୀନକେତନ, ବିରେଶ ମିଶ୍ର, ଲଭ୍ଲି, ଅପରାଜିତା ମହାନ୍ତି, ପ୍ରିୟଙ୍କା ମହାପାତ୍ର, ଉତ୍ତମ ମହାନ୍ତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଗୁଡ୍ଲି ରଥ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.