୨୦୦୨ର ଓଡ଼ିଆ କଥାଚିତ୍ର From Wikipedia, the free encyclopedia
ସମୟ ଖେଳୁଛି ଚକା ଭଉଁରୀ, ୨୦୦୨ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅରୁଣ ସାହୁ ଏବଂ ସ୍ନେହଲତା ସାହୁ । ମନୋଜ ପଣ୍ଡା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୁଧାଂଶୁ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[1][2]
ସମୟ ଖେଳୁଛି ଚକା ଭଉଁରୀ | |
---|---|
ନିର୍ଦ୍ଦେଶକ | ସୁଧାଂଶୁ ମୋହନ ସାହୁ |
ପ୍ରଯୋଜକ | ଅରୁଣ ସାହୁ, ସ୍ନେହଲତା ସାହୁ |
ସଂଳାପ | (ସଂଳାପ):ରଣଜିତ ପଟ୍ଟନାୟକ |
ଚିତ୍ରନାଟ୍ୟ | ମନୋଜ ପଣ୍ଡା |
କଳାକାର | ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ମାମା ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି |
ସଙ୍ଗୀତ | ମଳୟ ମିଶ୍ର |
ଚିତ୍ରଗ୍ରହଣ | ଶ୍ରୀନିବାସ ମହାପାତ୍ର, ସଚିନ ସିଂହ |
ସମ୍ପାଦକ | ବିଶ୍ୱନାଥ ରାଓ |
ମୁକ୍ତିଲାଭ ତାରିଖ | ୨୦୦୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ[3], ମାମା ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଦେବୁ ବୋଷ, ରାଇଚରଣ ଦାସ, ଅଶ୍ରୁମୋଚନ ମହାନ୍ତି, ବୈଶାଳୀ ପରିଡ଼ା, ରାଇମୋହନ ପରିଡ଼ା, ପ୍ରେମାଞ୍ଜନ ପରିଡ଼ା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କିରଥିଲେ ।
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ର । ଦେବଦାସ ଛୋଟରାୟ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅଭିଜିତ୍, ମହମଦ ଅଜିଜ୍, ଇରା ମହାନ୍ତି, ଜଲି ମୁଖାର୍ଜୀ, ଅନୁରାଧା ପୌଡ଼ୱାଲ, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
କ୍ରମ | ଗୀତ | ସମୟ |
---|
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.