ସିନ୍ଦୁର ବିନ୍ଦୁ ୧୯୭୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହା ଶିଶିର ମିଶ୍ରଙ୍କ ନିର୍ଦ୍ଦେଶନାରେ[1][2] ମହାଲକ୍ଷ୍ମୀ ଫିଲ୍ମସ୍ଦ୍ୱାରା ତିଆରି ହେଇଥିଲା । ‘ସିନ୍ଦୁର ବିନ୍ଦୁ’ର କାହାଣୀ ଚିନ୍ତାମଣି ଜେନାଙ୍କ ରଚିତ ଉପନ୍ୟାସ ‘ସରପଞ୍ଚ ପୁଅ’ ଉପରେଆଧାରିତ ହୋଇଥିଲା ।[3]
ସିନ୍ଦୁର ବିନ୍ଦୁ | |
---|---|
ନିର୍ଦ୍ଦେଶକ | ଶିଶିର ମିଶ୍ର |
ମୂଳ ଆଧାର | ଚିନ୍ତାମଣି ଜେନାଙ୍କ 'ସରପଞ୍ଚ ପୁଅ' |
କଳାକାର | ପ୍ରଶାନ୍ତ ନନ୍ଦ, ଶ୍ରୀରାମ ପଣ୍ଡା, ସୁଜାତା ଆନନ୍ଦ, ତ୍ରିପୁରା ମିଶ୍ର |
ସଙ୍ଗୀତ | ପ୍ରଫୁଲ୍ଲ କର |
ଚିତ୍ରଗ୍ରହଣ | ଦିଲୀପ ଦତ୍ତ |
ମୁକ୍ତିଲାଭ ତାରିଖ | ୨୪ ସେପ୍ଟେମ୍ବର ୧୯୭୬ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଅଭିନୟରେ
ଓଡ଼ିଆ କଥାଚିତ୍ର ‘ସିନ୍ଦୁର ବିନ୍ଦୁ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:
ଆଧାର
ଅଧିକ ତଥ୍ୟ
Wikiwand in your browser!
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.