From Wikipedia, the free encyclopedia
ଜୀବବିଜ୍ଞାନ ହେଉଛି ଜୀବନ ତଥା ଜୀବମାନଙ୍କ ଉପରେ ଗବେଷଣା କରୁଥିବା ପ୍ରାକୃତିକ ବିଜ୍ଞାନର ଏକ ଶାଖା । ଏଥିରେ ଜୀବମାନଙ୍କର ବାହ୍ଯ ଗଠନ, ଅନ୍ତର୍ଗଠନ, ଆଣବିକ ପ୍ରକ୍ରିୟା, ରାସାୟନିକ ପ୍ରକ୍ରିୟା ଇତ୍ୟାଦି ମଧ୍ଯ ଅନ୍ତର୍ଭୁକ୍ତ ।[1]
ଜୀବବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ୱ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।[2]
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
10101001111000000010101010101010101010101010101100101010101001110010100010101010101010100101010101010101010101001010101010001010111001010010101010010101010010100101010101001010101010101010101100101000101010101001010101010010101010101010010101010010101010010101010001010111101010101010100101001011010101010101010101010101001010101010101001011110010101010101001010101001010101010101010101010101
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.