From Wikipedia, the free encyclopedia
ପ୍ଲୁଟୋ (ପ୍ରତୀକ: [୧] ଏବଂ [୨]) ସୌରଜଗତର ଏକ ଅଂଶବିଶେଷ । 'ପ୍ଲୁଟୋ, ୧୩୪୩୪୦ପ୍ଲୁଟୋ, ଏରିଶ ପରେ ସୌରଜଗତର ଦ୍ୱିତୀୟ ବୃହତ୍ତମ ବିଶାଳ ବାମନ ଗ୍ରହ ଓ ଦଶମ ସୂର୍ଯ୍ୟ ଚାରିପଟେ ବୁଲୁଥିବା ଦଶମ ବୃହତ୍ତମ ମହାପିଣ୍ଡ । ଏହା ମୂଳତ ନବମ ଗ୍ରହ ଭାବରେ ନାମିତ ହୋଇଥିଲା, ପରେ ପ୍ଲୁଟୋ ଅନେକ ବିଶାଳ ପିଣ୍ଡ ନବଗଠିତ କୁଇପର ପଟି ଭିତରେ ଥିବା ଥିବା ଏକ ବାମନ ଗ୍ରହ ଓ ପ୍ଲୁଟୋଏଡ଼ ଭାବରେ ନାମିତ ହେଲା । ଅନେକ ବୈଜ୍ଞାନିକ ମତ ଦେଇଥିଲେ ଯେ ପ୍ଲୁଟୋକୁ ଏକ ଗ୍ରହର ଶ୍ରେଣୀରେ ନରଖି ଅନ୍ୟାନ୍ୟ ବାମନ ଗ୍ରହପୁଞ୍ଜ ଭିତରେ ରଖିବା ଉଚିତ ।[୩]
୧୮ ଫେବୃଆରୀ ୧୯୩୦ରେ କ୍ଲାଏଡ଼ ଟମବଗଙ୍କଦ୍ୱାରା ପ୍ଳୁଟୋ ଆବିଷ୍କୃତ ହୋଇଥିଲା । ୨୪ ଅଗଷ୍ଟ ୨୦୦୬ରେ ଇଣ୍ଟରନ୍ୟାସନାଲ ଆଷ୍ଟ୍ରୋନୋମିକାଲ ୟୁନିଅନ (ଆଇ. ଏ. ୟୁ)ର ପ୍ରେଗଠାରେ ଅନୁଷ୍ଠିତ ସାଧାରଣ ବୈଠକରେ ସଦସ୍ୟମାନଙ୍କ ମତଦାନ ଆଧାରରେ ପ୍ଳୁଟୋକୁ ଗ୍ରହ ବଦଳରେ 'ବାମନ ଗ୍ରହ' ଭାବେ ନାମିତ କରାଗଲା ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.