ମହାଦେବ ବକ୍ରିଆ
ଓଡ଼ିଆ ରାଜନେତା From Wikipedia, the free encyclopedia
ଓଡ଼ିଆ ରାଜନେତା From Wikipedia, the free encyclopedia
ମହାଦେବ ବକ୍ରିଆ (ଜନ୍ମ: ୫ ଫେବୃଆରୀ ୧୯୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମହାଦେବ ବକ୍ରିଆ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପର ଅଧିକାରୀ | ସୂର୍ଯ୍ୟ ନାରାୟଣ ମାଝି |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଫେବୃଆରୀ ୧୯୧୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ମାଳତୀ ଦେବୀ |
ବାପା/ବୋଉ | ଦଳିଫ ବକ୍ରିଆ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମହାଦେବ ବକ୍ରିଆ ୧୯୧୦ ମସିହାର ଫେବୃଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଳିଫ ବକ୍ରିଆ ଓ ପତ୍ନୀଙ୍କ ନାମ ମାଳତୀ ଦେବୀ ।[1]
ମହାଦେବ ବକ୍ରିଆ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.