ଓଡ଼ିଆ ରାଜନୀତିଜ୍ଞ From Wikipedia, the free encyclopedia
ଇନ୍ଦ୍ରମଣି ରାଉତ (୨୯ ଅପ୍ରେଲ ୧୯୩୭ - ୮ ଫେବୃଆରୀ ୨୦୦୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଇନ୍ଦ୍ରମଣି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
ଇନ୍ଦ୍ରମଣି ରାଉତ | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ବେଦ ପ୍ରକାଶ ଅଗ୍ରୱାଲା |
ପର ଅଧିକାରୀ | ଭାଗବତ ପ୍ରସାଦ ମହାନ୍ତି |
ନିର୍ବାଚନ ମଣ୍ଡଳୀ | କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅପ୍ରେଲ ୨୯, ୧୯୩୭ |
ମୃତ୍ୟୁ | ଫେବୃଆରୀ ୮, ୨୦୦୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପ୍ରମିଳା ରାଉତ |
ବାପା/ବୋଉ | ବ୍ରହ୍ମାନନ୍ଦ ରାଉତ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଇନ୍ଦ୍ରମଣି ରାଉତ ୧୯୩୭ ମସିହାର ଅପ୍ରେଲ ମାସ ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବ୍ରହ୍ମାନନ୍ଦ ରାଉତ ଏବଂ ପତ୍ନୀଙ୍କ ନାମ ପ୍ରମିଳା ରାଉତ ।[1] ଇନ୍ଦ୍ରମଣିଙ୍କର ଶିକ୍ଷାଗ ଯୋଗ୍ୟତା କଳାରେ ସ୍ନାତକ ଥିଲା ।[1]ତାଙ୍କର ତିନି ପୁତ୍ର ଓ ତିନି କନ୍ଯା ସନ୍ତାନ
ଇନ୍ଦ୍ରମଣି ରାଉତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[1]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.