ଓଡ଼ିଆ କଥାଚିତ୍ର ଜଗତFrom Wikipedia, the free encyclopedia ଓଡ଼ିଆ କଥାଚିତ୍ର ଜଗତ ବା ଓଲିଉଡ଼ ଭୁବନେଶ୍ୱର ଓ କଟକରେ ଥିବା ଓଡ଼ିଆ କଥାଚିତ୍ର ଜଗତକୁ ବୁଝାଇଥାଏ ।[1] ୨୦୨୨ ମସିହା ନଭେମ୍ବରରେ ଓଡ଼ିଶାରେ କେବଳ ୬୦ଟି ଚଳଚ୍ଚିତ୍ର ପ୍ରେକ୍ଷାଳୟ ଥିଲା ।[2]
ଓଡ଼ିଆ କଥାଚିତ୍ର ଜଗତ ବା ଓଲିଉଡ଼ ଭୁବନେଶ୍ୱର ଓ କଟକରେ ଥିବା ଓଡ଼ିଆ କଥାଚିତ୍ର ଜଗତକୁ ବୁଝାଇଥାଏ ।[1] ୨୦୨୨ ମସିହା ନଭେମ୍ବରରେ ଓଡ଼ିଶାରେ କେବଳ ୬୦ଟି ଚଳଚ୍ଚିତ୍ର ପ୍ରେକ୍ଷାଳୟ ଥିଲା ।[2]