ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
From Wikipedia, the free encyclopedia
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ[1][2] ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।[3]
ସୂଚନା:
ବି: ବିଜ୍ଞାପିତ ଅଞ୍ଚଳ ପରିଷଦ, ପୌ: ପୌର ପରିଷଦ, ମ: ମହାନଗର ନିଗମ
* ଚିହ୍ନିତ ସଭ୍ୟମାନେ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ଦଳ ତରଫରୁ ନିର୍ବାଚନ ଜିତିଥିଲେ ।