ଭାରତର ଏକ ହିନ୍ଦୁ ମନ୍ଦିର From Wikipedia, the free encyclopedia
ଗଡଗଡିଆ ଶିବ ମନ୍ଦିର ଓଡ଼ିଶାର କଟକ ଜିଲ୍ଲାରେ ଅବସ୍ଥିତ ଏକ ମହାଦେବ ମନ୍ଦିର [ଆଧାର ଲୋଡ଼ା]।
ଗଡଗଡିଆ ଶିବ ମନ୍ଦିର | |
---|---|
Religion | |
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ |
District | କଟକ |
Location | |
Country | ଭାରତ |
ଏହା କଟକ ଜିଲ୍ଲାର ମହାନଦୀ କୂଳରେ ଅବସ୍ଥିତ।
ଏହା ଏକ ଶୈବ ପୀଠ ହୋଇଥିବାରୁ ମହାଶିବରାତ୍ରି ସହ ଶୀତଳ ଷଷ୍ଠୀ ଅଶୋକାଷ୍ଟମୀ ମହାଡ଼ମ୍ବରରେ ପାଳିତ ହୁଏ । ଅନ୍ୟାନ୍ୟ ପର୍ବ ମଧ୍ୟ ଏଠାରେ ପାଳିତ ହୁଏ । କାର୍ତ୍ତିକ ମାସରେ ଖାସ କରି ସୋମବାରମାନଙ୍କରେ ଏଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୁଏ । ପୁରୀ ଶ୍ରୀମନ୍ଦିର ପରି ଏଠାରେ ପୂର୍ବପୁରୁଷଙ୍କ ପ୍ରତି ପିଣ୍ଡ ଦାନ କରାଯାଏ । ଆଷାଢ ମାସରେ ଏଠାରେ କାଉଡିଆମାନଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥାଏ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.