From Wikipedia, the free encyclopedia
ଗାଇରୋସ୍କୋପ (English: Gyroscope) ହେଉଛି ଏକ ଯନ୍ତ୍ର ଯାହାକି ଅପେକ୍ଷାକୃତ ଓଜନିଆ ଘୂର୍ଣ୍ଣନ ଚକ୍ରି (spinning rotor)ଦ୍ୱାରା ତିଆରି ହୋଇଥାଏ । ଏହା ଚକ୍ରି (rotor)ର କୌଣସି ପ୍ରକାରର ଅକ୍ଷ ପରିବର୍ତ୍ତନକୁ ପ୍ରତିରୋଧ କରେ । ଘୂରୁଥିବା ନଟୁ ଏହାର ଏକ ଉଦାହରଣ ଅଟେ । ଆଧୁନିକ ସମାଜରେ ଏହାର ବହୁତ ବ୍ୟବହାର ପରିଲକ୍ଷିତ ହେଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏହାର ବ୍ୟବହର ବିଶେଷ କରି ଉଡାଜାହାଜ, ଜାହାଜ ,ବମ୍ସାଇଟ୍ (Bombsight), କ୍ଷେପଣାସ୍ତ୍ର ଇତ୍ୟାଦି କ୍ଷେତ୍ରରେ ଏହାକୁ ନିୟୋଜିତ କରାଯାଉଛି ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.