ଗୁରୁ
ପରମ୍ ଗୁରୁ ରାଧା ସ୍ବାମୀ। / From Wikipedia, the free encyclopedia
ଗୁରୁ ଶବ୍ଦର ଅର୍ଥ ହେଲା, ଏମିତି ଜଣେ ମଣିଷ, ଯାହାଙ୍କର କୌଣସି ଏକ କ୍ଷେତ୍ରରେ ବିଶେଷ ଜ୍ଞାନ ଓ ଦକ୍ଷତା ରହିଛି, ଏବଂ ଯିଏ ଏହାକୁ ଅନ୍ୟମାନଙ୍କର ମାର୍ଗଦର୍ଶନ ପାଇଁ ବ୍ୟବହାର କରନ୍ତି । ଗୁ ଶବ୍ଦର ଅର୍ଥ ହେଲା ଅନ୍ଧାର ଓ ରୁ ଶବ୍ଦର ଅର୍ଥ ହେଲା ଆଲୁଅ । ଯିଏ ଅନ୍ଧାରରୁ ଆଲୁଅକୁ ବାଟ କଢ଼େଇ ନିଅନ୍ତି, ତାଙ୍କୁ ଗୁରୁ ବୋଲାଯାଏ ।