ଜାତୀୟ କ୍ରୀଡ଼ା ଦିବସ
From Wikipedia, the free encyclopedia
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।[1]୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି ।[2] ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।[3]