ବିଧାନ ସଭା ନିର୍ବାଚନ ମଣ୍ଡଳୀ From Wikipedia, the free encyclopedia
ଡାବୁଗାଁ (କ୍ରମିକ ସଂଖ୍ୟା: ୭୬) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଡାବୁଗାଁ ବ୍ଳକ, ପାପଡ଼ାହାଣ୍ଡି ବ୍ଳକ ଓ କୋଷାଗୁମୁଡ଼ା ବ୍ଳକର କିଛି ଅଞ୍ଚଳ ।[୨][୩]
ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୮,୦୨୫ |
ଜିଲ୍ଲା: | ନବରଙ୍ଗପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ ବିଜୁ ଜନତା ଦଳ ପ୍ରାର୍ଥୀ ମୋତିରାମ ନାୟକଙ୍କଠାରୁ ୬୦୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝି, ବିଜୁ ଜନତା ଦଳ ପ୍ରାର୍ଥୀ ମୋତିରାମ ନାୟକଙ୍କଠାରୁ ୭,୩୭୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]
*: ମୋଟ ବୈଧ ଭୋଟର ଶତକଡ଼ା ଭାଗ
୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୩ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.