ଦଶମୀFrom Wikipedia, the free encyclopedia 'ଦଶମୀ' ଚନ୍ଦ୍ରପକ୍ଷର ଦଶମ ଦିବସ - ଚନ୍ଦ୍ରର ଦଶମ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । ନବମୀର ପରବର୍ତ୍ତୀ ଓ ଏକାଦଶୀର ପୂର୍ବବର୍ତ୍ତୀ ତିଥି । କୃଷ୍ଣ ପକ୍ଷର ଦଶମୀକୁ କୃଷ୍ଣା ଦଶମୀ ଓ ଶୁକ୍ଳ ପକ୍ଷର ଦଶମୀକୁ ଶୁକ୍ଳା ଦଶମୀ କୁହାଯାଇଥାଏ ।
'ଦଶମୀ' ଚନ୍ଦ୍ରପକ୍ଷର ଦଶମ ଦିବସ - ଚନ୍ଦ୍ରର ଦଶମ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । ନବମୀର ପରବର୍ତ୍ତୀ ଓ ଏକାଦଶୀର ପୂର୍ବବର୍ତ୍ତୀ ତିଥି । କୃଷ୍ଣ ପକ୍ଷର ଦଶମୀକୁ କୃଷ୍ଣା ଦଶମୀ ଓ ଶୁକ୍ଳ ପକ୍ଷର ଦଶମୀକୁ ଶୁକ୍ଳା ଦଶମୀ କୁହାଯାଇଥାଏ ।