ନିମାପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନିମାପଡ଼ା (କ୍ରମିକ ସଂଖ୍ୟା: ୧୦୬) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1]
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନିମାପଡ଼ା (ବି), ନିମାପଡ଼ା ବ୍ଳକ ଓ ଗୋପ ବ୍ଳକର କିଛି ଅଞ୍ଚଳ ।[2][3]
ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀନୀ ପ୍ରଭାତୀ ପରିଡ଼ା ବିଜୁ ଜନତା ଦଳ ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକଙ୍କଠାରୁ ୪,୫୮୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
Quick Facts ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ...
ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ | |
---|---|
ବିଧାୟିକା : | ପ୍ରଭାତୀ ପରିଡ଼ା (ଭାଜପା) (୨୦୨୪) |
ଆରକ୍ଷଣ: | ସାଧାରଣ |
ଭୋଟର ସଂଖ୍ୟା (୨୦୨୪): | ୨,୪୪,୦୪୨ |
ଜିଲ୍ଲା: | ପୁରୀ |
ଲୋକସଭା ନିର୍ବାଚନମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୨ |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସମୀର ରଞ୍ଜନ ଦାଶ ବିଜୁ ଜନତା ଦଳ ପ୍ରାର୍ଥୀନୀ ପ୍ରଭାତୀ ପରିଡ଼ାଠାରୁ ୨୯,୬୩୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସମିର ରଞ୍ଜନ ଦାଶ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସତ୍ୟବ୍ରତ ପାତ୍ରଙ୍କଠାରୁ ୩୯,୧୫୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]