ପାରଳାଖେମୁଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପାରଳାଖେମୁଣ୍ଡି (କ୍ରମିକ ସଂଖ୍ୟା: (୧୩୭) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1]
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାରଳାଖେମୁଣ୍ଡି (ପୌ), କାଶିନଗର (ବିଅପ), ଗୋଷାଣୀ-ସଦର ବ୍ଳକ, କାଶିନଗର ବ୍ଳକ ଓ ଗୁମ୍ମା ବ୍ଳକ ।[2][3]
ଗତ ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରୂପେଶ ପାଣିଗ୍ରାହୀ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କୋଦୁରୁ ନାରାୟଣ ରାଓଙ୍କ ଠାରୁ ୩,୯୯୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
Quick Facts ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ବିଧାୟକ : | ରୂପେଶ କୁମାର ପାଣିଗ୍ରାହୀ (ବିଜଦ) (୨୦୨୪) |
ଆରକ୍ଷଣ: | ସାଧାରଣ |
ମତଦାତା ସଂଖ୍ୟା (୨୦୨୪): | ୨,୧୫,୭୦୬ |
ଜିଲ୍ଲା: | ଗଜପତି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବ୍ରହ୍ମପୁର |
ପଞ୍ଚାୟତ ସମିତି: | ୩ |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୧ |
Close